Home Featuredମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

by Gulshan Pandey
0 comments

ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ  ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।

ଏହା ସହିତ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ପୂର୍ବରୁ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। କେବଳ ସେତିକି ନୁହେଁ ପବର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ତିନି ଜଣିଆ ଟିମ୍ ମଧ୍ୟ ତାମିଲନାଡ଼ୁ ଗସ୍ତରେ ଅଛନ୍ତି l

You may also like

Leave a Comment