ମୁକ୍ତେଶ୍ୱର ପ୍ରାଙ୍ଗଣରେ ଜଳିଲା ୧୧ ହଜାରରୁ ଅଧିକ ଦୀପ ଭୁବନେଶ୍ୱର, ୧୭/୦୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ଓଡ଼ିଶା ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନ୍ତର୍ଗତ ଭୁବନେଶ୍ୱରର ଐତିହାସିକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଆୟୋଜିତ …
Lokanath Panigrahi
ଓଡ଼ିଶା DGP ଚୟନ ମାମଲା: ସୁପ୍ରିମକୋର୍ଟରେ ରାଜ୍ୟର ପକ୍ଷ ରଖିଲେ ଆଡଭୋକେଟ୍ ଜେନେରାଲ୍, ୨୨ରେ ପରବର୍ତ୍ତୀ ଶୁଣାଣି
ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (DGP) ଚୟନ ଓ ନିଯୁକ୍ତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷ ରଖିଛନ୍ତି ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ DGP ଚୟନ ପ୍ରକ୍ରିୟାରେ କୌଣସି ଅନିୟମିତତା ହୋଇନଥିବା ଦର୍ଶାଯାଇଛି। …
ଲୋକସେବା ଭବନରେ ଚାରାରୋପଣ, ପ୍ରଦର୍ଶନୀ ପଡ଼ିଆରେ ମେଗା ରକ୍ତଦାନ ଶିବିରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୧୭ ସେପ୍ଟେମ୍ବର ୨୦୨୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଅବସରରେ ଓଡ଼ିଶାରେ ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ …
କ୍ରିକେଟ୍ ମଇଦାନରେ ନିଜ ବ୍ୟାଟିଂ ପାଇଁ ଚର୍ଚ୍ଚାରେ ଥିବା ରିଙ୍କୁ ସିଂହ ଏବେ ଜୀବନର ନୂଆ ଇନିଂସ୍ ଆରମ୍ଭ କରିବାକୁ ଯାଉଛନ୍ତି। ସମାଜବାଦୀ ପାର୍ଟିର ଲୋକସଭା ସାଂସଦ ପ୍ରିୟା ସରୋଜଙ୍କ ସହ ରିଙ୍କୁଙ୍କ ବିବାହ ତାରିଖ ଚୂଡ଼ାନ୍ତ ହୋଇଛି। ଡିସେମ୍ବର ୪, …
UPI ପେମେଣ୍ଟ ବ୍ୟବସ୍ଥାରେ ଆସିବ ବଡ଼ ପରିବର୍ତ୍ତନ। ଅକ୍ଟୋବର ୧୫, ୨୦୨୬ରୁ ₹୨,୦୦୦ରୁ ଅଧିକ ମୂଲ୍ୟର ନିର୍ଦ୍ଦିଷ୍ଟ Person-to-Merchant ବା P2M UPI ଟ୍ରାଞ୍ଜାକ୍ସନରେ Merchant Discount Rate ବା MDR ଲାଗୁ ହେବ। ତେବେ ଏହି ଚାର୍ଜ ସିଧାସଳଖ ଗ୍ରାହକଙ୍କଠାରୁ …
୧ କୋଟି ୩ ଲକ୍ଷ ମହିଳାଙ୍କୁ ମିଳିଛି ୨୫,୮୦୦ କୋଟି ଟଙ୍କା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆସନ୍ତା ଏପ୍ରିଲ ମାସରେ ପୁଣିଥରେ ସୁଭଦ୍ରା ପୋର୍ଟାଲ …
ସମ୍ବଲପୁର: ପାଣିପାଗ ପୂର୍ବାନୁମାନ ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଆଉ ଏକ ବଡ଼ ସୁବିଧା। ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ସ୍ଥାପିତ ହୋଇଛି ଅତ୍ୟାଧୁନିକ ଡପ୍ଲର ୱେଦର ରାଡାର। ଆଜି ଅପରାହ୍ନ ୨ଟା ୧୦ ମିନିଟ୍ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ …
ଭୁବନେଶ୍ୱର: ଓଡ଼ିଶାରେ ସେମିକଣ୍ଡକ୍ଟର ଶିଳ୍ପକୁ ମିଳିବ ନୂଆ ଗତି। ଖୋର୍ଦ୍ଧାର ଇନ୍ଫୋଭ୍ୟାଲି-୨ରେ ପ୍ରାୟ ₹୩,୪୦୬.୨୫ କୋଟି ବିନିଯୋଗରେ ଏକ ବୃହତ୍ ସେମିକଣ୍ଡକ୍ଟର ଉତ୍ପାଦନ କାରଖାନା ପ୍ରତିଷ୍ଠା ହେବ। ତାମିଲନାଡୁ ଭିତ୍ତିକ SiCSem Private Limited ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଫାଲ୍ଟା ସ୍ପେଶାଲ୍ …
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଦେଶବ୍ୟାପୀ ଭାବେ ଆୟୋଜିତ ହେଉଥିବା ‘ସେବା ସଂକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ ହୋଇଛି। ଏହି କ୍ରମରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ‘ସେବା ସଂକଳ୍ପ ଯାତ୍ରା’ର ଶୁଭାରମ୍ଭ …
ଭୁବନେଶ୍ୱର: ବାଲେଶ୍ୱର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନଙ୍କ ଉପଯୁକ୍ତ ଯତ୍ନ, ସ୍ୱାସ୍ଥ୍ୟ ନିରୀକ୍ଷଣ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଏକ ବୈଷୟିକ କମିଟି ଗଠନ କରାଯାଇଛି। ଉଦ୍ଧାର ପରବର୍ତ୍ତୀ ସମୟରେ ଏହି ବନ୍ୟପ୍ରାଣୀଙ୍କ ରହିବା, …
