ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ରେ ଆଜି ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ମୁକାବିଲା। ଅଗଷ୍ଟ ୧୯ର ଏହି ପୁଲ୍-ଡି ମ୍ୟାଚ୍ ଉଭୟ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି। ମ୍ୟାଚ୍ଟି ନେଦରଲାଣ୍ଡ୍ସର ଆମଷ୍ଟେଲଭିନ୍ସ୍ଥିତ ୱାଗେନର …
Sunita Jena
ଓଡ଼ିଶାର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର କ୍ୟାବିନେଟ୍ କମିଟି ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କାର ୪ଟି ରେଳ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରୁ ୩ଟି …
ଖଣି ଓ ଖଣିଜ ସମ୍ପଦ ସମ୍ପର୍କିତ MMDR ସଂଶୋଧନ ବିଲ୍କୁ ନେଇ ଓଡ଼ିଶାର ରାଜନୀତିରେ ଚର୍ଚ୍ଚା ତୀବ୍ର ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ବିଲ୍କୁ ଓଡ଼ିଶାର ଖଣି ସମ୍ପଦ ଓ ରାଜସ୍ୱ ଅଧିକାର …
ବନ୍ୟାପାଣି ଘେରରେ ୪ ଦିନ ଧରି ଫସି ରହିଥିବା ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟର ୨୩୦ ଛାତ୍ରଛାତ୍ରୀଙ୍କୁ ଶେଷରେ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ଗ୍ରାମ ପଞ୍ଚାୟତର କୂଳସାହି ଅଞ୍ଚଳରେ ଥିବା ଏହି ଆବାସିକ ବିଦ୍ୟାଳୟ ନଦୀକୂଳରେ …
ବେଆଇନ ନିଶା ଓ ମାଦକଦ୍ରବ୍ୟ କାରବାର ବିରୋଧରେ ଅଭିଯାନକୁ ଆହୁରି ଦୃଢ଼ କରିବା ଲକ୍ଷ୍ୟରେ ଅବକାରୀ ବିଭାଗ ପକ୍ଷରୁ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଉଛି। ନିଶା କାରବାର ଯୋଗୁଁ ସମାଜରେ ଧନଜୀବନର କ୍ଷତି ଘଟୁଥିବାରୁ ଏହାକୁ ରୋକିବା ପାଇଁ …
ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଦୀର୍ଘ ସମୟ ଧରି ପାଳନ କରାଯାଇନଥିବା ଘଟଣାକୁ ନେଇ ଓଡ଼ିଶା ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ବାରମ୍ବାର ସୁଯୋଗ ଦିଆଯିବା ସତ୍ତ୍ୱେ ପୂର୍ତ୍ତ ବିଭାଗ ପକ୍ଷରୁ ଆଦେଶ କାର୍ଯ୍ୟକାରୀ ନହେବାରୁ ଅଦାଲତ କଠୋର ନିର୍ଦ୍ଦେଶ ଦେଇଛନ୍ତି। ମାମଲାର …
ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳପ୍ରବେଶ ବଢ଼ିବା ସହ ଜଳସ୍ତର ମଧ୍ୟ ଉପରମୁହାଁ ହେଉଛି। ଜଳଭଣ୍ଡାରର ସ୍ଥିତିକୁ ନଜରରେ ରଖି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ତିନିଟି ପର୍ଯ୍ୟାୟରେ ଆଉ ୮ଟି ଗେଟ୍ ଖୋଲାଯାଇଛି। ଏହାପରେ ହୀରାକୁଦ ବନ୍ଧର ମୋଟ ୧୫ଟି …
ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦଶରଥପୁର ବ୍ଲକ ଗସ୍ତ କରିଥିବା ବେଳେ ରାଜନୈତିକ ବିବାଦକୁ ନେଇ ଉତ୍ତେଜନା ଦେଖାଦେଇଛି। ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନରେ ସ୍ଥାନୀୟ ବିଜେଡି ବିଧାୟିକାଙ୍କୁ ସାମିଲ କରାଯାଇନଥିବା ଅଭିଯୋଗକୁ କେନ୍ଦ୍ର …
ନୟାଗଡ଼ ବାଇପାସ ରାସ୍ତାରେ ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ବାଇପାସ ରାସ୍ତାରେ ଓଲଟି ପଡ଼ିଥିଲା। ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ …
ନିଶା ବିରୋଧରେ ସଚେତନତା ସୃଷ୍ଟି ପାଇଁ ବଡ଼ ପଦକ୍ଷେପ, ସାମୂହିକ ଶପଥ ନେଲେ ସୂଚନା ଓ ଲୋକସମ୍ପର୍କ ବିଭାଗର କର୍ମଚାରୀ
ନିଶାଦ୍ରବ୍ୟର କୁପ୍ରଭାବ ବିଷୟରେ ଲୋକଙ୍କୁ ସଚେତନ କରିବା ସହ ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ନିଶାମୁକ୍ତି ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭାଗର …
