ଭୁବନେଶ୍ୱର, ୧୮ ଜୁଲାଇ: ଜନଜାତି ସମ୍ପ୍ରଦାୟର ସର୍ବାଙ୍ଗୀଣ ବିକାଶ ସହ ସେମାନଙ୍କ ଭାଷା, କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣକୁ ସମାନ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ …
ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି; ପ୍ରକାଶ ପାଇଲା ସଂରକ୍ଷଣ ତାଲିକା, ଘରକୁ ଘର ସର୍ଭେ ହେବ
ରାଜ୍ୟରେ ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନକୁ ନଜରରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଥିବା ବେଳେ, ଏହା ପରେ ୱାର୍ଡ ଭିତ୍ତିକ ଘରକୁ ଘର ସର୍ଭେ …
ପୁରୀ: ଶରଧାବାଲିରେ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥରେ ବିରାଜମାନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଜାରି ରହିଛି। ରଥଯାତ୍ରା ପରେ ଆଜି ସନ୍ଧ୍ୟା ଧୂପ ନୀତି ସମାପ୍ତ ହେବା ପରେ ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ ନୀତି …
ବାରିପଦାରେ ମହାପ୍ରଭୁଙ୍କ ଘୋଷଯାତ୍ରା: ନନ୍ଦିଘୋଷ ରଥରୁ ଶ୍ରଦ୍ଧାଳୁଙ୍କ ପାଇଁ ଫିଙ୍ଗାଗଲା ଐତିହାସିକ ‘ଶ୍ରଦ୍ଧା ଲଡୁ’
ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ବାରିପଦାରେ ଭକ୍ତି ଓ ଉତ୍ସାହର ସହ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଘୋଷଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ରଥଟାଣି ସହ ଭକ୍ତମାନେ …
ଜନଜାତି ବିକାଶକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ; କ୍ଷେତ୍ରସ୍ତରରେ କାମ କରିବାକୁ ପରାମର୍ଶ
ଭୁବନେଶ୍ୱର, ୧୮ ଜୁଲାଇ: ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନଜାତି ସମ୍ପ୍ରଦାୟର ସାମଗ୍ରିକ ବିକାଶକୁ ଅଧିକ ଗୁରୁତ୍ୱ ଦେବାକୁ ଆହ୍ୱାନ କରିଛନ୍ତି। ସେ କହିଛନ୍ତି, ରାଜନୀତି କ୍ଷମତା …
କଟକ: ଲଗାଣ ବର୍ଷା ଓ ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ଆସନ୍ତାକାଲି ମଧ୍ୟ ଆଠଗଡ଼ ଉପଖଣ୍ଡ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ …
ପୁରୀ: ଶ୍ରୀଗୁଣ୍ଡିଚା ଯାତ୍ରା ସଫଳତାର ସହ ସମ୍ପନ୍ନ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ଉତ୍ସାହ ମଧ୍ୟରେ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ତିନି ରଥ ଶରଧାବାଲିରେ ପହଞ୍ଚିଛି। ଭକ୍ତମାନେ ଭାବର ଡୋରିରେ ମହାପ୍ରଭୁଙ୍କୁ ଜନ୍ମବେଦି ଗୁଣ୍ଡିଚା ମନ୍ଦିରକୁ …
ଭୁବନେଶ୍ୱର: ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ଦିଗରେ ଆଉ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମୃତ ଭାରତ ଷ୍ଟେସନ୍ ଯୋଜନା ଅଧୀନରେ ରାଜ୍ୟର ସାତଟି ପୁନଃବିକଶିତ ରେଳ ଷ୍ଟେସନ୍କୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି। ଏହି ସାତଟି …
ପୁରୀ: ଗତକାଲି ସମୟାଭାବରୁ ଅଧାରେ ଅଟକି ରହିଥିବା ଶ୍ରୀଜିଉଙ୍କ ରଥଯାତ୍ରା ଆଜି ସଫଳତାର ସହ ସମ୍ପୂର୍ଣ୍ଣ ହୋଇଛି। ଲକ୍ଷ ଲକ୍ଷ ଭକ୍ତଙ୍କ “ହରିବୋଲ” ଓ “ଜୟ ଜଗନ୍ନାଥ” ଧ୍ୱନି ମଧ୍ୟରେ ତିନି ରଥ ମା’ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଛି। ଆଜି …
ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍ ଆଜିଠୁ ଟ୍ରାକ୍ରେ; କେଉଁ ରୁଟ୍, କେତେ ବେଗ ଓ କ’ଣ ରହିଛି ବିଶେଷତା?
ଭାରତୀୟ ରେଲୱେ ହରିତ ପରିବହନ ଦିଗରେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛି। ଦେଶର ପ୍ରଥମ ହାଇଡ୍ରୋଜେନ୍ ଇନ୍ଧନଚାଳିତ ଟ୍ରେନ୍ର ଶୁଭାରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଆଧୁନିକ ଟ୍ରେନ୍କୁ ଦେଶବାସୀଙ୍କୁ ସମର୍ପଣ କରିବେ। ଏହି ପ୍ରକଳ୍ପ ଭାରତର …
