Featured posts
ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଓ ଅନୁମୋଦନ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ରାଜ୍ୟରେ ସରକାରୀ ଯୋଜନା ଓ ବୃହତ୍ ପ୍ରକଳ୍ପଗୁଡ଼ିକର କାମ ନିର୍ଦ୍ଧାରିତ ସମୟରେ ଆଗେଇ ନେବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ୩୦ଟି ଜିଲ୍ଲାରେ ବିଭିନ୍ନ ଯୋଜନାର …
Featured posts
ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଓ ଅନୁମୋଦନ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ରାଜ୍ୟରେ ସରକାରୀ ଯୋଜନା ଓ ବୃହତ୍ ପ୍ରକଳ୍ପଗୁଡ଼ିକର କାମ ନିର୍ଦ୍ଧାରିତ ସମୟରେ ଆଗେଇ ନେବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଏହି କ୍ରମରେ ୩୦ଟି ଜିଲ୍ଲାରେ ବିଭିନ୍ନ ଯୋଜନାର …
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଜଳିଲା ୧୧ ହଜାରରୁ ଅଧିକ ଦୀପ ଭୁବନେଶ୍ୱର, ୧୭/୦୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ଓଡ଼ିଶା ସରକାରଙ୍କ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନ୍ତର୍ଗତ ଭୁବନେଶ୍ୱରର ଐତିହାସିକ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମ ଆୟୋଜିତ …
ବାଲେଶ୍ୱର ଭୋଗରାଇ ବ୍ଲକ୍ ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଂଉଟାନ୍ ଉଦ୍ଧାର ଘଟଣାକୁ ଆଠ ଦିନ ବିତିଛି। ଏହି ବିରଳ ବନ୍ୟପ୍ରାଣୀଗୁଡ଼ିକ ଇଣ୍ଡୋନେସିଆ ଅଞ୍ଚଳର ବୋଲି ଜଣାପଡ଼ିଥିବା ବେଳେ, ସେଗୁଡ଼ିକ ଓଡ଼ିଶାରେ କିପରି ପହଞ୍ଚିଲେ ତାହାର ତଦନ୍ତ ଚାଲିଛି। ଘଟଣାର ତଦନ୍ତ …
ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍ଆଇଆର୍ ଏବେ ଅନ୍ତିମ ପର୍ଯ୍ୟାୟରେ। ମେ’ ୩୦ରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟାରେ ଚିଠା ତାଲିକାରୁ ବାଦ୍ ପଡ଼ିଥିବା ନାମ, ନୂଆ ପଞ୍ଜୀକରଣ, ଏକାଧିକ ସ୍ଥାନରେ ନାମ ଥିବା ଭୋଟର …
ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (DGP) ଚୟନ ଓ ନିଯୁକ୍ତିକୁ ନେଇ ଚାଲିଥିବା ମାମଲାରେ ସୁପ୍ରିମକୋର୍ଟରେ ରାଜ୍ୟ ସରକାରଙ୍କ ପକ୍ଷ ରଖିଛନ୍ତି ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ DGP ଚୟନ ପ୍ରକ୍ରିୟାରେ କୌଣସି ଅନିୟମିତତା ହୋଇନଥିବା ଦର୍ଶାଯାଇଛି। …
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ତଦନ୍ତ ଆହୁରି ତୀବ୍ର ହୋଇଛି। ଏହି ମାମଲାରେ ଗିରଫ ବିଜେଡି ନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ମଦନ ଦଳାଇ ଏବଂ ଜେଲ୍ ଡାକ୍ତର ଡା. ସୁଶାନ୍ତ ପାଣିଗ୍ରାହୀଙ୍କ ଫୋନରୁ ଜଣେ ସାକ୍ଷୀଙ୍କ …
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦେଶର ବିକାଶ ଯାତ୍ରା ସହ ଓଡ଼ିଶାର ଅଗ୍ରଗତିରେ ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନ ଓ ନେତୃତ୍ୱକୁ ସେ ଉଲ୍ଲେଖ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆ …
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାମାନଙ୍କ ପାଇଁ ଅନ୍ନପୂର୍ଣ୍ଣା ଯୋଜନାର କିସ୍ତି ଜାରି କରାଯାଇଛି। ଗୁରୁବାର, ସେପ୍ଟେମ୍ବର ୧୭ରେ ପିଏମ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ। ଯୋଗ୍ୟ ମହିଳାଙ୍କ ବ୍ୟାଙ୍କ ଖାତାକୁ …
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର, ସେପ୍ଟେମ୍ବର ୧୭ରେ ପିଏମ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପୁଟିନ ନିଜ ବାର୍ତ୍ତାରେ ପିଏମ ମୋଦୀଙ୍କୁ ପ୍ରଶଂସା କରି କହିଛନ୍ତି ଯେ …
ଲୋକସେବା ଭବନରେ ଚାରାରୋପଣ, ପ୍ରଦର୍ଶନୀ ପଡ଼ିଆରେ ମେଗା ରକ୍ତଦାନ ଶିବିରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୧୭ ସେପ୍ଟେମ୍ବର ୨୦୨୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଅବସରରେ ଓଡ଼ିଶାରେ ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ …