Featured posts
କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୩ ତାରିଖରୁ ଓଡ଼ିଶାର ଏକ ୩ ଦିନିଆ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ବରଗଡ଼, ସମ୍ବଲପୁର, କଟକ ଏବଂ ଭୁବନେଶ୍ୱରରେ ଆୟୋଜିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। …
Featured posts
କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୩ ତାରିଖରୁ ଓଡ଼ିଶାର ଏକ ୩ ଦିନିଆ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ସେ ବରଗଡ଼, ସମ୍ବଲପୁର, କଟକ ଏବଂ ଭୁବନେଶ୍ୱରରେ ଆୟୋଜିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। …
ରଥଯାତ୍ରା କେବଳ ଏକ ପର୍ବ ନୁହେଁ, ବରଂ ଓଡ଼ିଆଙ୍କ ଆସ୍ଥା, ସଂସ୍କୃତି ଓ ପରମ୍ପରାର ସବୁଠୁ ବଡ଼ ଉତ୍ସବ। ଏହି ସମୟରେ ପୁରୀ ସହର ପାଲଟିଯାଏ ଏକ ବିରାଟ ଆଧ୍ୟାତ୍ମିକ କେନ୍ଦ୍ରରେ। ଲକ୍ଷ ଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଉଠେ …
ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ପ୍ରତିବର୍ଷ ସ୍ନାନ ପୂର୍ଣ୍ଣିମା ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ମହାସ୍ନାନ ନୀତି ସମ୍ପନ୍ନ ହୁଏ। ୧୦୮ଟି ପବିତ୍ର କଳସର ଜଳରେ ହେଉଥିବା ଏହି ଅଭିଷେକ ପରମ୍ପରା ଶତାବ୍ଦୀ ଶତାବ୍ଦୀ ଧରି ଚାଲିଆସୁଛି। କିନ୍ତୁ …
ଜଗତସିଂହପୁର ଜିଲ୍ଲାରେ ସକ୍ରିୟ ବାଲି ମାଫିଆଙ୍କ ବିରୋଧରେ ଜିଲ୍ଲା ପ୍ରଶାସନ ପୁଣି ଥରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ବେଆଇନ ବାଲି କାରବାର ଉପରେ ଲଗାତାର ଚଢ଼ାଉ ଜାରି ରଖି ପ୍ରଶାସନ ବ୍ୟାପକ ପରିମାଣର ବାଲି ଜବତ କରିଛି। ଗତ ଚାରି …
ବ୍ୟବସାୟୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ଜୁଲାଇ ୧ ତାରିଖରୁ ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ୍ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡରର ଦର ସିଲିଣ୍ଡର ପିଛା ୧୮୩ ଟଙ୍କା ୫୦ ପଇସା କମାଯାଇଛି। ନୂଆ ଦର ଅନୁଯାୟୀ, ୧୯ କିଲୋଗ୍ରାମ କମର୍ସିଆଲ୍ ସିଲିଣ୍ଡରର …
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାର ଲୁହାକେରା ନିକଟରେ ଅଏଲ ଇଣ୍ଡିଆ ପକ୍ଷରୁ ପ୍ରାୟ ୧୦ ଏକର ଜମିରେ ଏକ ବାୟୋ ପ୍ଲାଣ୍ଟ ସ୍ଥାପନ କାର୍ଯ୍ୟ ଆରମ୍ଭ ହୋଇଛି। ସ୍ଥାନୀୟ ସ୍ତରରେ ବିରୋଧର ସମ୍ଭାବନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା …
ନୂଆଦିଲ୍ଲୀ: ପେଟ୍ରୋଲରେ ୨୦ ପ୍ରତିଶତ ଇଥାନଲ ମିଶ୍ରଣ (ଇ-୨୦) ବ୍ୟବସ୍ଥା ବର୍ତ୍ତମାନ ଏକ ଚଳିତ ପରୀକ୍ଷଣ ପର୍ଯ୍ୟାୟରେ ରହିଛି ଏବଂ ଆସନ୍ତା ବର୍ଷ ସୁଦ୍ଧା ଏହାର ବାସ୍ତବ ପ୍ରଭାବ ସ୍ପଷ୍ଟ ହେବ ବୋଲି କେନ୍ଦ୍ର ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। କର୍ଣ୍ଣାଟକ …
ଭୁବନେଶ୍ୱର: ରାଜ୍ୟର ସମସ୍ତ ଜିଲ୍ଲାର ନବନିଯୁକ୍ତ ଶିଶୁ ମଙ୍ଗଳ ସମିତି (ଚାଇଲ୍ଡ ୱେଲଫେୟାର କମିଟି)ର ଅଧ୍ୟକ୍ଷ ଓ ସଦସ୍ୟମାନଙ୍କ ପାଇଁ ୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ସୋମବାର ଶୁଭାରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିଲେ। …
ଅଯୋଧ୍ୟା ରାମ ମନ୍ଦିରରେ ଦାନ ଚୋରିର କଥିତ ମାମଲାକୁ ନେଇ ତଦନ୍ତ ଜାରି ରହିଛି। ଏହି ମାମଲାରେ ଟିନ୍ନୁ ଯାଦବଙ୍କ ସମେତ ୮ ଜଣ ଅଭିଯୁକ୍ତଙ୍କ ଘର ଓ ଅନ୍ୟାନ୍ୟ ଠିକଣାରେ ପୁଲିସ ଚଢ଼ାଉ ଶେଷ କରିଛି। ଏହି ଅଭିଯାନ ସମୟରେ …
ଚାଷୀଙ୍କ ଦାବିକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ରବି ଧାନ କ୍ରୟ ଅବଧିକୁ ଆସନ୍ତା ଜୁଲାଇ ୩ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଏନେଇ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି। ପୂର୍ବରୁ ଜୁନ୍ ୩୦ ପର୍ଯ୍ୟନ୍ତ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ ବୋଲି …