ଓଡ଼ିଶାରେ ଅବୈଧ ଭାବେ ବସବାସ କରୁଥିବା ବାଂଲାଦେଶୀ ନାଗରିକଙ୍କ ବିରୋଧରେ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି। କଟକ ଓ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ୬ ଜଣ ବାଂଲାଦେଶୀ ନାଗରିକଙ୍କୁ ବର୍ତ୍ତମାନ କଟକ ଜିଲ୍ଲାର ଆଠଗଡ଼ ହୋଲ୍ଡିଂ ସେଣ୍ଟରରେ ରଖାଯାଇଛି। …
Odisha
ନେତାଜୀ ଇନ୍ଡୋର ଷ୍ଟାଡିୟମ୍ରେ ଆୟୋଜିତ ଦଶମ ଅନ୍ତର୍ଜାତୀୟ ଇଣ୍ଡିଆନ୍ ଚ୍ୟାଲେଞ୍ଜର କପ୍ କରାଟେ ପ୍ରତିଯୋଗିତାରେ ଓଡ଼ିଶାର କରାଟେକାମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ରାଜ୍ୟ ଦଳ ୫୧ଟି ସ୍ୱର୍ଣ୍ଣ, ୧୧ଟି ରୌପ୍ୟ ଓ ୪ଟି କାଂସ୍ୟ ପଦକ ସହ ମୋଟ ୬୬ଟି ପଦକ …
ବାଂଶପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ; ୩ ଗୁରୁତର
କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଥାନା ଶୂକ୍ରାସାହି ସ୍କୁଲ ସମ୍ମୁଖରେ ମଙ୍ଗଳବାର ସନ୍ଧ୍ୟାରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ …
ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ବର୍ଷାର ପ୍ରକୋପ ବଢ଼ିବାକୁ ଯାଉଛି। ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ଅକ୍ଷରେଖାର ପ୍ରଭାବରେ ଆସନ୍ତା ସାତ ଦିନ ଧରି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। କେତେକ ସ୍ଥାନରେ ପ୍ରବଳରୁ …
ଭାରତର BRICS ୨୦୨୬ ଅଧ୍ୟକ୍ଷତା ଅଧୀନରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୫ରୁ ୭ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୩ତମ BRICS ଶିକ୍ଷାମନ୍ତ୍ରୀ ସମ୍ମିଳନୀ ଏବଂ ୩ୟ BRICS ବରିଷ୍ଠ ଅଧିକାରୀ ବୈଠକ ଆୟୋଜନ କରାଯାଉଛି। ଏହି ସମ୍ମିଳନୀରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ …
୧୭୫ ସ୍ନାଚଂର ଗିରଫ, ୩୦୪ ମୋବାଇଲ୍ ଉଦ୍ଧାର; ଲକ୍ଷାଧିକ ଭକ୍ତଙ୍କ ସୁରକ୍ଷାରେ ଗଢ଼ିଲା ନୂଆ ରେକର୍ଡ ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ମଧ୍ୟରେ ଅପରାଧୀଙ୍କ ବିରୋଧରେ ଏକ ବଡ଼ ଓ ସଫଳ ଅଭିଯାନ ଚଳାଇଛି ପୁରୀ ପୁଲିସ। ସ୍ନାଚଂର, …
Writing ସାଇବର ଅପରାଧର ମୁକାବିଲା ଓ ଡିଜିଟାଲ ଫରେନ୍ସିକ୍ସ କ୍ଷେତ୍ରରେ ତଦନ୍ତକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସ ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ନ୍ୟାସନାଲ ଫରେନ୍ସିକ୍ ସାଇନ୍ସେସ୍ ୟୁନିଭର୍ସିଟି (ଏନଏଫଏସୟୁ) ମଧ୍ୟରେ ଏକ ୫ ବର୍ଷିଆ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି। …
ବଲାଙ୍ଗୀର: ବଲାଙ୍ଗୀରର ଲୋୟର ସୁକତେଲ ଡ୍ୟାମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷିଦ୍ଧାଞ୍ଚଳ (Prohibited Area) ଭାବେ ଘୋଷଣା କରାଯାଇଛି। ଲୋକଙ୍କ ସୁରକ୍ଷା ଏବଂ ପ୍ରକଳ୍ପର ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୧୬୩ ଲାଗୁ କରାଯାଇଛି। ଡ୍ୟାମ …
ରାଜ୍ୟରେ ଜନ୍ମ ସମୟରେ ଲିଙ୍ଗ ଅନୁପାତ (Sex Ratio at Birth-SRB)ରେ ଉନ୍ନତି ଆଣିବା ଏବଂ ଅବୈଧ ଲିଙ୍ଗ ନିର୍ଣ୍ଣୟକୁ ରୋକିବା ପାଇଁ ରାଜ୍ୟ ସରକାର ପୁଣିଥରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜିଲ୍ଲାସ୍ତରୀୟ ନିରୀକ୍ଷଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ …
ଜାତୀୟସ୍ତରୀୟ କ୍ରୀଡ଼ାରେ ଚମକିଲେ ଓଡ଼ିଶା ପୁଲିସ କ୍ରୀଡ଼ାବିତ; ୧୨ ପଦକ ବିଜେତାଙ୍କୁ ଡିଜିପିଙ୍କ ସମ୍ବର୍ଦ୍ଧନା
ଜାତୀୟସ୍ତରୀୟ ଜୁଡୋ, ତାଇକୋଣ୍ଡୋ ଓ କରାଟେ ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଓଡ଼ିଶା ପୁଲିସର ୧୨ ଜଣ କ୍ରୀଡ଼ାବିତଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୁର ଖୁରାନିଆ ସମ୍ବର୍ଦ୍ଧିତ କରିଛନ୍ତି। ଭୁବନେଶ୍ୱରସ୍ଥିତ କମିଶନରେଟ୍ ପୁଲିସ ମୁଖ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର …
