ରସଗୋଲା କେବଳ ଏକ ମିଠା ନୁହେଁ, ଏହା ଓଡ଼ିଆ ଅସ୍ମିତା, ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତୀକ ବୋଲି ଗବେଷକ, ଲେଖକ ଏବଂ ସାଂସ୍କୃତିକ ସଂଗଠକମାନେ ମତ ପ୍ରକାଶ କରିଛନ୍ତି। ସେମାନଙ୍କ କହିବା ଅନୁସାରେ, ରସଗୋଲାର ଇତିହାସ ଶ୍ରୀଜଗନ୍ନାଥ …
Odisha
ଭୁବନେଶ୍ୱର, ୨୭ ଜୁଲାଇ: ଭାରତର ଊର୍ଜା ସୁରକ୍ଷାକୁ ସୁଦୃଢ଼ କରିବା ଏବଂ ଅଶୋଧିତ ତୈଳ ଓ ପ୍ରାକୃତିକ ଗ୍ୟାସ ଆମଦାନି ଉପରେ ନିର୍ଭରଶୀଳତା କମାଇବା ଲକ୍ଷ୍ୟରେ ତୈଳ ଓ ପ୍ରାକୃତିକ ଗ୍ୟାସ ନିଗମ (ONGC) ଓଡ଼ିଶା ଉପକୂଳର ମହାନଦୀ ଅଫ୍ସୋର ବେସିନରେ …
ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣିର ୧୯ତମ ପାଳି: ୧୮ ପାଳିରେ ୯୬% ଅଭିଯୋଗର ସମାଧାନ, ୧୨ ରୋଗୀଙ୍କୁ ୬.୧୫ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର, ୨୭ ଜୁଲାଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୯ତମ ପାଳି ରବିବାର ୟୁନିଟ-୨ ସ୍ଥିତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହ ୬ ଜଣ ମନ୍ତ୍ରୀ, ବରିଷ୍ଠ ପ୍ରଶାସନିକ ଅଧିକାରୀ ଏବଂ ବିଭିନ୍ନ …
ରାଉରକେଲା ବିମାନବନ୍ଦର ବିକାଶ ପାଇଁ କେନ୍ଦ୍ରର ୫୮.୯୬ କୋଟି ଟଙ୍କା ବ୍ୟୟ; ରାଜ୍ୟସଭାରେ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭ ଜୁଲାଇ: ରାଉରକେଲା ବିମାନବନ୍ଦରର ଆଧୁନିକୀକରଣ ଓ ବିକାଶ ପାଇଁ କେନ୍ଦ୍ର ସରକାର ମୋଟ ୫୮ କୋଟି ୯୬ ଲକ୍ଷ ଟଙ୍କା ବ୍ୟୟ କରିଛନ୍ତି। ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (SAIL) ଅଧୀନରେ ଥିବା ଏହି ବିମାନବନ୍ଦରକୁ କେନ୍ଦ୍ର …
ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନାହିଁ; ହାଇକୋର୍ଟରେ ଚାଲିବ ସଦସ୍ୟତା ରଦ୍ଦ ମାମଲା
ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁଙ୍କୁ ପୁଣି ଥରେ ଅଦାଲତୀ ଝଟକା ଲାଗିଛି। ତାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଥିବାବେଳେ, ସଦସ୍ୟତା ରଦ୍ଦ ସମ୍ବନ୍ଧୀୟ ନିର୍ବାଚନୀ ମାମଲା ଓଡ଼ିଶା ହାଇକୋର୍ଟରେ ଜାରି ରହିବ। ଏହା ସହ ସୁପ୍ରିମକୋର୍ଟ ହାଇକୋର୍ଟଙ୍କୁ ଏହି ମାମଲାର …
ମୁମ୍ବାଇ: ଓଡ଼ିଶା ପାଇଁ ଆଉ ଏକ ଗୌରବର ମୁହୂର୍ତ୍ତ। ଲୋକପ୍ରିୟ ସଙ୍ଗୀତଭିତ୍ତିକ ରିଆଲିଟି ଶୋ ଇଣ୍ଡିଆନ୍ ଆଇଡଲ୍ ୧୬ର ଗ୍ରାଣ୍ଡ ଫିନାଲେରେ ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ବିଜୟୀ ହୋଇଛନ୍ତି। ବିଜେତା ଭାବେ ସେ ଟ୍ରଫି …
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ନବୀନ ପଟ୍ଟନାୟକ
ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କର ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା …
୧୨ ଦିନର ଲୀଳାଖେଳାର ଅବସାନ ପରେ ଆଜି (ସୋମବାର, ଜୁଲାଇ ୨୭, ୨୦୨୬) ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ଗୋଟି ପହଣ୍ଡିରେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରୁ …
ରଥଯାତ୍ରାରେ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ୍; ଗତ ୪ ବର୍ଷରେ ୧୦୭୫ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ୍
ନୂଆଦିଲ୍ଲୀ: ପବିତ୍ର ଶ୍ରୀଜଗନ୍ନାଥ ରଥଯାତ୍ରା ସହିତ ପୁରୀର ଅନ୍ୟାନ୍ୟ ପ୍ରମୁଖ ପର୍ବପର୍ବାଣି ସମୟରେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ନିୟମିତ ଟ୍ରେନ୍ ସେବା ସହ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ, ଅତିରିକ୍ତ କୋଚ୍ ସଂଯୋଜନ ଏବଂ …
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ …
