କେନ୍ଦୁଝର: ସମଗ୍ର ରାଜ୍ୟ ତଥା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବା ଜିତୁ ମୁଣ୍ଡା କଙ୍କାଳ ବୋହିବା ଘଟଣାରେ କେନ୍ଦ୍ର ସରକାରଙ୍କ ଆର୍ଥିକ ସେବା ବିଭାଗ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମାମଲାର ତଦନ୍ତ ପରେ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ମଲ୍ଲୀପଶି ଶାଖା …
Odisha
ଭୁବନେଶ୍ୱର : ଆଗାମୀ ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଏବଂ ପ୍ରାକ୍-ପ୍ରସ୍ତୁତିକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି (SLNCC) ବୈଠକ ସୋମବାର ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ …
ପୁରୀ: ଆଜି ରଥ ନିର୍ମାଣର ୬୩ତମ ଦିବସରେ ରଥଖଳାରେ ବିଭିନ୍ନ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ରଥ ନିର୍ମାଣକାରୀ ସେବକମାନେ ମୁଖ୍ୟ ମହାରଣାଙ୍କ ମାର୍ଗଦର୍ଶନରେ ନିଜ ନିଜ କାର୍ଯ୍ୟ ସମ୍ପାଦନ କରିଥିଲେ। ଗତକାଲି ତିନି ରଥର ଦୁଆର ବେଢ଼ା …
ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ ନୂଆ SOP ଜାରି କଲେ ରାଜ୍ୟ ସରକାର, ପ୍ରକ୍ରିୟା ହେବ ଅଧିକ ସ୍ୱଚ୍ଛ
ଭୁବନେଶ୍ୱର: ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ ଓ ସରଳ କରିବା ପାଇଁ ରାଜ୍ୟ ସରକାର ଏକ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (SOP) ଜାରି କରିଛନ୍ତି। ଏହି SOP ପ୍ରି-ରେରା ଓ ପୋଷ୍ଟ-ରେରା ପ୍ରକଳ୍ପରେ ଥିବା ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ପାଇଁ …
ଏମବିବିଏସ୍ ଛାତ୍ରୀ ଚାନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ମାମଲାର ତଦନ୍ତ ମଧ୍ୟରେ ଏକ ବଡ଼ ଘଟଣାକ୍ରମ ସାମ୍ନାକୁ ଆସିଛି। ଚାନ୍ଦ୍ରିକାଙ୍କ ପ୍ରେମିକ ତଥା ଓଏଏସ୍ ଅଧିକାରୀ ଭୀମସେନ ଟୁଡୁଙ୍କୁ ଦୁଇ ଦିନ ପାଇଁ ପୋଲିସ ରିମାଣ୍ଡରେ ନେବାକୁ ଅନୁମତି ମିଳିଛି। କଟକ ଏସଡିଜେଏମ୍ …
ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ (IMD) ବର୍ଷା, ଘଡ଼ଘଡ଼ି ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି। ଦିନସାରା ରାଜ୍ୟର ଅନେକ ଅଞ୍ଚଳରେ ପାଗ ଅସ୍ଥିର ରହିବା ସମ୍ଭାବନା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ …
କଟକ ଜିଲ୍ଲାର ତ୍ରିଶୁଳିଆ ବ୍ରିଜ୍ ଉପରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱା ଟ୍ରକ ଓ କାର୍ ମଧ୍ୟରେ ଧକ୍କା ହେବାରୁ କାର୍ ଚାଳକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ତ୍ରିଶୁଳିଆ ବ୍ରିଜ୍ ଉପରେ ଯାଉଥିବା …
ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ଥାନା ଅଧୀନ ଦିଘିରି ନିକଟ ଜାତୀୟ ରାଜପଥ-୫୭ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଠିଆ ଥିବା ଟ୍ରକ ପଛରେ ବାଇକ୍ ପିଟି ହୋଇଯିବାରୁ ଦୁଇ ଭାଇଙ୍କ ମୃତ୍ୟୁ ହୋଇଛି। ମୃତକ …
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କଥିତ କ୍ରସ୍ ଭୋଟିଂ ଅଭିଯୋଗକୁ ନେଇ ବିଜେଡି ପକ୍ଷରୁ ଦାଖଲ ହୋଇଥିବା ଅଯୋଗ୍ୟତା ଆବେଦନକୁ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଖାରଜ କରିବା ପରେ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ବାଚସ୍ପତିଙ୍କ ନିଷ୍ପତ୍ତିକୁ …
ଓଡ଼ିଶାରେ ଚୋର ସନ୍ଦେହକୁ ନେଇ ଜନତାଙ୍କ ହିଂସା ଘଟଣା ଥମିବାର ନାଁ ନେଉନାହିଁ। ପ୍ରଥମେ ଭୁବନେଶ୍ୱର, ପରେ ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର ଏବଂ ଏବେ ସମ୍ବଲପୁରରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଚୋର ବୋଲି ସନ୍ଦେହ କରି କିଛି ଲୋକ …
