ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଉଭୟ କେନ୍ଦ୍ରମନ୍ତ୍ରୀ ଦିନିକିଆ ଗସ୍ତରେ ଆସି କୋରାପୁଟ ଜିଲ୍ଲାର ସୁନାବେଡ଼ା ଅଞ୍ଚଳକୁ ଯିବେ। ସେଠାରେ ଥିବା ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ପରିସର …
Tag:
