ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକର ବିଚିତ୍ରପୁର ଜଙ୍ଗଲରେ ୫ଟି ଅଜଣା ଜୀବ ଠାବ ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଦେଖିବାକୁ ବଣମଣିଷ ବା ଓରାଙ୍ଗଉଟାନ ଭଳି ଲାଗୁଥିବା ଏହି ଜୀବଗୁଡ଼ିକର ପ୍ରକୃତ ପରିଚୟକୁ ନେଇ ଏବେ ରହସ୍ୟ ଘନୀଭୂତ ହୋଇଛି। …
Tag:
Balasore
ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ରଣସିଂହପୁର ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକମାନେ ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ ବସିଛନ୍ତି। ସ୍କୁଲରେ ଶିଶୁ …
FeaturedOdisha
ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା, ବିପଦ ସଙ୍କେତ ଛୁଇଁଲା ଜଳକା; ବଢ଼ୁଛି ବୁଢ଼ାବଳଙ୍ଗ ଜଳସ୍ତର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ଅନେକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ପୁଣିଥରେ ବନ୍ୟା ଆଶଙ୍କା ଦେଖାଦେଇଛି। ବିଶେଷକରି ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ଲାଗି ରହିଥିବାରୁ ଜଳକା …
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ବସ୍ତା ଥାନା ଅଞ୍ଚଳରେ ଥିବା ଏକ ପେଟ୍ରୋଲ ପମ୍ପରେ ଦୁଇଜଣ ସଶସ୍ତ୍ର ଦୁର୍ବୃତ୍ତ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ଆସିଛି। ଘଟଣାଟି ବିଳମ୍ବିତ ରାତିରେ ଘଟିଥିବାବେଳେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଉତ୍କଣ୍ଠାର …
