ଓଡ଼ିଶାର ରାଜନୈତିକ ଚିତ୍ରରେ ଆସିପାରେ ବଡ଼ ପରିବର୍ତ୍ତନ। ସୀମା ପୁନଃନିର୍ଦ୍ଧାରଣ ଓ ମହିଳା ସଂରକ୍ଷଣ ବିଲ୍କୁ ନେଇ ରାଜ୍ୟରେ ରାଜନୈତିକ ଚର୍ଚ୍ଚା ଜୋର୍ ଧରିଛି। ପ୍ରସ୍ତାବିତ ବ୍ୟବସ୍ଥା ଅନୁସାରେ ଲୋକସଭା ଓ ବିଧାନସଭା ଆସନ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି। …
Tag:
