ନେପାଳରେ ଭୟଙ୍କର ବନ୍ୟା ଯୋଗୁଁ ଜୀବନହାନି ଓ ବ୍ୟାପକ କ୍ଷୟକ୍ଷତି ଘଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହଙ୍କ ସହ ଫୋନ୍ରେ କଥା ହୋଇଛନ୍ତି। ବନ୍ୟାରେ ଜୀବନହାନି ନେଇ ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ …
flood situation
ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ବନ୍ୟା ଓ ବର୍ଷା ପରିସ୍ଥିତି ଏବେ ଧୀରେଧୀରେ ନିୟନ୍ତ୍ରଣକୁ ଆସୁଛି। ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର (SEOC)ର ସ୍ଥିତି ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ବଡ଼ ଧରଣର ବିପଦ ନଥିଲେ ମଧ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳ ଓ ତଳିଆ …
ବନ୍ୟା ପରେ ସହାୟତା ପ୍ୟାକେଜ୍ ଘୋଷଣା, ଭାଙ୍ଗିଥିବା ପକ୍କା ଘରକୁ ମିଳିବ ₹୧.୨୦ ଲକ୍ଷ, ଚାଷ କ୍ଷତି ପାଇଁ ହେକ୍ଟର ପିଛା ₹୨୨,୫୦୦
ସମ୍ପ୍ରତି ରାଜ୍ୟରେ ହୋଇଥିବା ବନ୍ୟାରେ ପ୍ରଭାବିତ ପରିବାର ଏବଂ ଚାଷୀଙ୍କୁ ତୁରନ୍ତ ଆର୍ଥିକ ସହଯୋଗ ଯୋଗାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ସ୍ୱତନ୍ତ୍ର ରିଲିଫ୍ ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟାରେ ଘର, ଗୁହାଳ ଓ ଫସଲ କ୍ଷତିଗ୍ରସ୍ତ ହୋଇଥିବା ପରିବାରମାନଙ୍କୁ କ୍ଷତିର ପରିମାଣ …
ଯାଜପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ରୂପ ନେଉଛି। ଲଗାଣ ବର୍ଷା ଓ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ୩ଟି ନଦୀରେ ମୋଟ ୭ଟି ଘାଇ ସୃଷ୍ଟି ହୋଇଛି। ବ୍ରାହ୍ମଣୀ ନଦୀରେ ୪ଟି, ବୈତରଣୀର ଶାଖା ନଦୀ କାଣିରେ …
ବନ୍ୟା ସ୍ଥିତି ଉପରେ ସରକାରଙ୍କ କଡ଼ା ନଜର, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଦିଆଯାଇଛି ସର୍ବାଧିକ ଗୁରୁତ୍ୱ
ଲଗାତାର ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନଜର ରଖିଛନ୍ତି। ପ୍ରଭାବିତ ଅଞ୍ଚଳର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିୟମିତ ଭାବେ ସମୀକ୍ଷା କରୁଥିବାବେଳେ, ପ୍ରଶାସନକୁ ଉଦ୍ଧାର, ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟରେ କୌଣସି ଅବହେଳା …
