ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର୍ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଖଲ ହୋଇଥିବା ଏକ ଯାଚିକାର ଶୁଣାଣି ସମୟରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତଙ୍କ ଏକ ଟିପ୍ପଣୀକୁ ନେଇ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଶୁଣାଣି ସମୟରେ ଚିଫ୍ ଜଷ୍ଟିସ୍ ସୂର୍ଯ୍ୟକାନ୍ତ …
Tag:
