ଭୁବନେଶ୍ୱର, ୧୪ ଜୁଲାଇ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧଦିବସ ଅବସରରେ ଆଜି ଓଡ଼ିଶା ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା। ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ …
Tag:
