ରାଜ୍ୟରେ ହୋମିଓପାଥିକ ଚିକିତ୍ସା ଶିକ୍ଷା ଓ ସ୍ୱାସ୍ଥ୍ୟସେବାର ପରିସର ବଢ଼ାଇବାକୁ ବଡ଼ ପଦକ୍ଷେପ ନେଇଛନ୍ତି ଓଡ଼ିଶା ସରକାର। ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ ଦୁଇଟି ନୂତନ ସରକାରୀ ହୋମିଓପାଥିକ ମେଡିକାଲ କଲେଜ ସ୍ଥାପନ କରିବାକୁ ନିଷ୍ପତ୍ତି ହୋଇଥିବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ …
Tag:
