କଳାହାଣ୍ଡି-କନ୍ଧମାଳରେ ଅତିପ୍ରବଳ ବର୍ଷା ଆଶଙ୍କା; ୫ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ଚେତାବନ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ଏହା ସହ ଜଡ଼ିତ ପାଣିପାଗ ପ୍ରଣାଳୀ ଯୋଗୁଁ ଓଡ଼ିଶାରେ ପୁଣି ଥରେ ବର୍ଷାର ପ୍ରକୋପ ବଢ଼ିବାର ସମ୍ଭାବନା ଦେଖାଦେଇଛି। …
imd
ଓଡ଼ିଶାରେ ବର୍ଷାର ପ୍ରଭାବ ଆହୁରି କିଛି ଦିନ ଜାରି ରହିବ। ଆଗାମୀ ୭ ଦିନ ଧରି ରାଜ୍ୟର ଅନେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ମଧ୍ୟରେ ବଙ୍ଗୋପସାଗରରେ ଏକ …
ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ବର୍ଷାର ପ୍ରକୋପ ବଢ଼ିବାକୁ ଯାଉଛି। ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ଅକ୍ଷରେଖାର ପ୍ରଭାବରେ ଆସନ୍ତା ସାତ ଦିନ ଧରି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। କେତେକ ସ୍ଥାନରେ ପ୍ରବଳରୁ …
ବନ୍ୟା ପରିସ୍ଥିତିର ଆଶଙ୍କାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଜୁଲାଇ ୩୧ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଘୋଷଣା କରିଛି। ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଜାରି ହୋଇଥିବା ଆଦେଶରେ କୁହାଯାଇଛି, “ଖୋର୍ଦ୍ଧା ଜିଲ୍ଲା ଅଧୀନରେ ଥିବା ସମସ୍ତ …
ଉତ୍ତର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା …
