ମାଲକାନଗିରିରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଜନଜାତୀୟ ଗୌରବ ଦିବସ। ମହାନ ଜନଜାତି ନେତା ତଥା ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ଅବସରରେ ଆୟୋଜିତ ଏହି ସମାରୋହରେ ଜନଜାତି ସମାଜର ସମ୍ମାନ, ସ୍ୱାଭିମାନ ଓ ସାମଗ୍ରିକ ବିକାଶକୁ ଗୁରୁତ୍ୱ ଦିଆଯାଇଛି। …
Tag:
