ଭୁବନେଶ୍ୱର, ୩୦ ଜୁଲାଇ:ଦୀର୍ଘ ବର୍ଷ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଚଳିତ ବର୍ଷ ଦୀପାବଳି ସୁଦ୍ଧା ହୋଇପାରେ ବୋଲି ଆଶାବାଦ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ …
Tag:
