ଭାରତ ଓ ଜାପାନ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗକୁ ଆଉ ଅଧିକ ମଜବୁତ କରିବା ପାଇଁ ପ୍ରତିରକ୍ଷା, ଶକ୍ତି, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ମେମୋରେଣ୍ଡମ ଅଫ୍ କୋଅପରେସନ୍ (MoC) ଉପରେ ସ୍ୱାକ୍ଷର ହୋଇଛି। ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ …
Tag:
