ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ଛାତ୍ର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥରକ୍ଷା, ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ସମ୍ପର୍କରେ ଆଲୋଚନା ହୋଇଛି। …
mohan majhi
ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଦଳକୁ ଭବ୍ୟ ସମ୍ବର୍ଦ୍ଧନା, ୫.୬୧ କୋଟିର ପୁରସ୍କାର ଘୋଷଣା
ଭୁବନେଶ୍ୱର, ୧୬/୧୦: ଜାପାନରେ ଅନୁଷ୍ଠିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ୨୦୨୮ ଲସ୍ ଏଞ୍ଜେଲ୍ସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଭବ୍ୟ ସମ୍ବର୍ଦ୍ଧନା …
ଭୁବନେଶ୍ୱର, ୧୪ ଅକ୍ଟୋବର: ଓଡ଼ିଶାର ଶିଳ୍ପାୟନକୁ ନୂଆ ଗତି ଦେବା ଲକ୍ଷ୍ୟରେ ଯାଜପୁର ଜିଲ୍ଲା କଳିଙ୍ଗନଗରଠାରେ ବୃହତ୍ ଶିଳ୍ପ ସମାରୋହ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୪ଟି ଜିଲ୍ଲାରେ ୩୯,୩୮୩ କୋଟି ଟଙ୍କାର ୪୬ଟି ମଧ୍ୟମ ଓ ବୃହତ୍ …
ଓଡ଼ିଶାରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ପାଠ୍ୟପୁସ୍ତକ, ୨୮୪ କୋଟି ଟଙ୍କାର ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶା ସରକାର ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ପାଞ୍ଚ ବର୍ଷିଆ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର …
ପାରାଦୀପରେ ଆସନ୍ତା ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବ କଳିଙ୍ଗ ବାଲିଯାତ୍ରା। ଏହି ମେଳା ସାତ ଦିନ ଧରି ଚାଲିବ। ଆବଶ୍ୟକ ପଡ଼ିଲେ ମେଳାର ଅବଧି ବଢ଼ାଯାଇପାରେ ବୋଲି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ …
ଖୋର୍ଦ୍ଧାରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୨୫ ବର୍ଷର ସାର୍ବଜନୀନ ରାଜନୈତିକ ଯାତ୍ରାକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ସମାଜର ସବୁ ବର୍ଗଙ୍କୁ ସାଥୀ କରି ବିକାଶକୁ ଆଗେଇ ନେବା ମୋଦୀ ସରକାରଙ୍କ ମୁଖ୍ୟ …
୨୦୦୦ତମ ଇଞ୍ଜିନ୍ ଭାରତୀୟ ବାୟୁସେନାକୁ ହସ୍ତାନ୍ତର ଭୁବନେଶ୍ୱର, ୬ ଅକ୍ଟୋବର ୨୦୨୬: କୋରାପୁଟ ଜିଲ୍ଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ମାନୁଫାକ୍ଚରିଙ୍ଗ୍ ୟୁନିଟ୍ରେ ଶକ୍ତି ଇଞ୍ଜିନ୍ର ଦ୍ୱିତୀୟ ମାନୁଫାକ୍ଚରିଙ୍ଗ୍ ଲାଇନ୍ର ଉଦ୍ଘାଟନ ହୋଇଛି। ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ …
ଓଡ଼ିଆ ସିନେମାକୁ ମିଳିଲା ଅତ୍ୟାଧୁନିକ ଫିଲ୍ମ ଷ୍ଟୁଡିଓ କମ୍ପ୍ଲେକ୍ସ ଭୁବନେଶ୍ୱର, ୫/୧୦: ଓଡ଼ିଆ ସିନେମା ଜଗତକୁ ମିଳିଛି ଏକ ନୂଆ ଭିତ୍ତିଭୂମି। ରାଜଧାନୀ ଭୁବନେଶ୍ୱରରେ ପୁନର୍ବିକଶିତ ଓ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ …
ଅମିତ ରୋହିଦାସ ଓ ଶିଳାନନ୍ଦ ଲାକ୍ରାଙ୍କୁ ଫୋନ୍ରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୩ ଅକ୍ଟୋବର ୨୦୨୬:୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ପୁରୁଷ ଓ ମହିଳା ହକି ଦଳ ସ୍ୱର୍ଣ୍ଣପଦକ ଜିତି ଦେଶକୁ ଗୌରବ ଆଣିଛନ୍ତି। ଏହି ଐତିହାସିକ ସଫଳତା ପାଇଁ …
ନିଶା ବିରୋଧରେ ଜିରୋ ଟଲରେନ୍ସ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୪ ଅକ୍ଟୋବର ୨୦୨୬:ରାଜ୍ୟରୁ ନିଶାକୁ ମୂଳପୋଛ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଛି ‘ଜୀବନ ଜିନ୍ଦାବାଦ-୨.୦’ ଜନସଚେତନତା ଅଭିଯାନ। ଭୁବନେଶ୍ୱର ସ୍ଥିତ ରେଳ ଅଡିଟୋରିଅମରେ କମିଶନରେଟ୍ ପୋଲିସ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ …
