ଭୁବନେଶ୍ୱର: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଥିବା ଭାରତୀୟ ମହିଳା ହକି ଦଳ ପାଇଁ ବଡ଼ ପୁରସ୍କାର ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦଳର ପ୍ରତ୍ୟେକ ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା …
mohan majhi
ଭୁବନେଶ୍ୱରର ବରମୁଣ୍ଡା ଅଙ୍ଗନବାଡ଼ି କେନ୍ଦ୍ରରେ ‘ଆଙ୍ଗନ୍ କା ଉତ୍ସବ’ ଓ ‘୯ମ ରାଷ୍ଟ୍ରୀୟ ପୋଷଣ ମାସ’ କାର୍ଯ୍ୟକ୍ରମ ପାଳିତ ହୋଇଛି। ଏହି ଅବସରରେ ମହିଳା ଓ ଶିଶୁଙ୍କ ପୋଷଣ ସ୍ଥିତିରେ ଉନ୍ନତି ଆଣିବା ସହ ରାଜ୍ୟକୁ କୁପୋଷଣମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀ …
ୱାଶିଂଟନ୍: ଆମେରିକାରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AIକୁ ନେଇ ନୂଆ ନାମକରଣ ଆଣିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏଣିକି ସରକାରୀ ଯୋଗାଯୋଗରେ ‘Artificial Intelligence’ ବଦଳରେ ‘Super Intelligence’ ଶବ୍ଦ ବ୍ୟବହାର କରାଯିବ। ଏନେଇ ଟ୍ରମ୍ପ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି …
ଏକ ସୁପୋଷିତ ଓଡ଼ିଶା ପାଇଁ ସରକାର ପ୍ରତିବଦ୍ଧ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୨୯/୯: ଏକ ସୁପୋଷିତ ଓଡ଼ିଶା ଗଠନ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମହିଳା ଓ ଶିଶୁଙ୍କ ପୋଷଣ ସ୍ଥିତିରେ ଉନ୍ନତି ପାଇଁ ବିଭିନ୍ନ ଯୋଜନା ଜରିଆରେ ସରକାର କାର୍ଯ୍ୟ କରୁଛି। …
କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଅବପାତଜନିତ ବର୍ଷା ପରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ବର୍ଷା କମିଥିଲେ ମଧ୍ୟ ଅନେକ ଜଳବନ୍ଦି ଅଞ୍ଚଳରୁ ପାଣି ସମ୍ପୂର୍ଣ୍ଣ ହଟିନାହିଁ। ଏହି ପରିସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଟପାଡ଼ ଓ ନବରଙ୍ଗପୁରର ବନ୍ୟା …
ବନ୍ୟା ବିପନ୍ନଙ୍କ ନିକଟରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ଜୟପୁର: ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ମଧ୍ୟରେ ପ୍ରଭାବିତ ଅଞ୍ଚଳର ବାସ୍ତବ ସ୍ଥିତି ଜାଣିବା ପାଇଁ ଗ୍ରାଉଣ୍ଡ ଜିରୋରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆକାଶମାର୍ଗରେ ବନ୍ୟା ପ୍ରଭାବିତ …
ସମବାୟ ସମିତି ହେବ ଗ୍ରାମାଞ୍ଚଳର ‘ୱାନ୍-ଷ୍ଟପ୍ ସଲ୍ୟୁସନ୍’ ସେଣ୍ଟର: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୨୫ ସେପ୍ଟେମ୍ବର ୨୦୨୬: ରାଜ୍ୟର ସମବାୟ କ୍ଷେତ୍ରକୁ ଆହୁରି ସୁଦୃଢ଼ କରିବା ସହ ଚାଷୀଙ୍କୁ ସମବାୟ ସଂସ୍ଥା ସହ ଅଧିକ ସଂଖ୍ୟାରେ ଯୋଡ଼ିବା ପାଇଁ ‘ସମ୍ବନ୍ଧ’ ନାମରେ ମେଗା …
‘ଶେଷ ପାହାଚର ବ୍ୟକ୍ତିଙ୍କ ନିକଟରେ ବିକାଶ ପହଞ୍ଚାଇବା ଆମ ସଂକଳ୍ପ’ ଭୁବନେଶ୍ୱର, ୨୫ ସେପ୍ଟେମ୍ବର ୨୦୨୬: ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଚିନ୍ତାଧାରାରେ ଥିବା ‘ଏକାତ୍ମ ମାନବବାଦ’ ଓ ‘ଅନ୍ତ୍ୟୋଦୟ’କୁ ଆଧାର କରି ଶାସନ ବ୍ୟବସ୍ଥାକୁ ଆଗକୁ ନେବା ସହ ସମାଜର ଶେଷ …
ଭୁବନେଶ୍ୱର: ଗିରଫ ହୋଇ ୪୮ ଘଣ୍ଟାରୁ ଅଧିକ ସମୟ ଜେଲ୍ରେ ରହିବା ଘଟଣାରେ ଦୁଇ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ ପରେ ଅରୁଣ କୁମାର ବିଶ୍ୱାଳ ଓ ସୁଜିତ କୁମାର ରାଉଳଙ୍କୁ …
ଭୁବନେଶ୍ୱର, ୨୫ ସେପ୍ଟେମ୍ବର ୨୦୨୬: ଦୁଇଟି ଭିନ୍ନ ଘଟଣାରେ ଗିରଫ ହୋଇ ଜେଲ୍ରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ନିଲମ୍ବିତ ଅଧିକାରୀଙ୍କ ମଧ୍ୟରେ …
