୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା, “ନୂଆ ପିଢ଼ି ପାଇଁ ପ୍ରେରଣା” ବୋଲି କହିଲେ ମୋହନ ମାଝୀ ଭୁବନେଶ୍ୱର, ୨୮ ଜୁଲାଇ: ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍ ସିଜନ-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ …
mohan majhi
ପରାମର୍ଶଦାତାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଆଶ୍ୱସ୍ତି; ପାରିଶ୍ରମିକ ବ୍ୟବସ୍ଥାର ଅବଧି ଆଉ ୩ ମାସ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ମିଶନ୍ ଓ ପ୍ରକଳ୍ପରେ କାର୍ଯ୍ୟରତ ପରାମର୍ଶଦାତା (Consultants), ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍ (PMU), ଟେକ୍ନିକାଲ୍ ସପୋର୍ଟ ୟୁନିଟ୍ (TSU) ଏବଂ ଅନ୍ୟ ସମାନ ପ୍ରକାରର ସଂସ୍ଥାମାନଙ୍କ ପାଇଁ ରାଜ୍ୟ ସରକାର ବଡ଼ ଆଶ୍ୱସ୍ତି ଘୋଷଣା …
ଭୁବନେଶ୍ୱର: ପ୍ରାୟ ୨୩ ବର୍ଷ ଧରି ନିର୍ମାଣାଧୀନ ତାଳଚେର–ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେ ବି ଅସ୍ପଷ୍ଟ। ରାଜ୍ୟସଭାରେ ପ୍ରଶ୍ନର ଉତ୍ତର ଦେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଜମି ଅଧିଗ୍ରହଣ, ବନ ଅନୁମୋଦନ ଓ …
ଓଡ଼ିଶାରେ ଟେକ୍ ବିପ୍ଳବ: HCLTech ଓ Sarvam AI ସହ ଦୁଇଟି ବଡ଼ MoU, ୭୩୦ କୋଟି ନିବେଶରେ ଗଢ଼ିବ ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ଓ AI Park
ଭୁବନେଶ୍ୱର, ୨୪ ଜୁଲାଇ: ଓଡ଼ିଶାର ଆଇଟି ଓ କୃତ୍ରିମ ବୁଦ୍ଧିମତ୍ତା (AI) କ୍ଷେତ୍ରରେ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ HCLTech ଏବଂ ଦେଶର ସ୍ୱଦେଶୀ AI କମ୍ପାନୀ Sarvam AI …
ନୀତି ଆୟୋଗ IFI-2026: ନିବେଶ ବନ୍ଧୁତ୍ୱ ସୂଚକାଙ୍କରେ ଶୀର୍ଷ ୫ରେ ଓଡ଼ିଶା, ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ଶିଳ୍ପପତି
ଭୁବନେଶ୍ୱର, ୨୩ ଜୁଲାଇ: ନୀତି ଆୟୋଗ ପ୍ରକାଶ କରିଥିବା ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ (IFI)-୨୦୨୬ରେ ଓଡ଼ିଶା ଦେଶର ଶୀର୍ଷ ୫ଟି ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି। ବିଶେଷକରି ପୂର୍ବ ଓ ଉତ୍ତର ଭାରତରୁ ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ଏହି ତାଲିକାରେ …
ମୋହନ ସରକାରଙ୍କ ବଡ଼ ପଦକ୍ଷେପ; SC/ST ଅତ୍ୟାଚାର ନିରୋଧ ଆଇନ ଅଧୀନରେ ୬ଟି ସ୍ୱତନ୍ତ୍ର କୋର୍ଟ ସ୍ଥାପନ
ଭୁବନେଶ୍ୱର: ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। SC/ST (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ ରୁଜୁ ହେଉଥିବା ମାମଲାର …
ଭୁବନେଶ୍ୱର, ୨୨ ଜୁଲାଇ: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସମାଜସେବୀ ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓଡ଼ିଶା ବିଧାନସଭା ପରିସର ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ …
ବାହୁଡା ଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା; ଆଇନ-ଶୃଙ୍ଖଳାରେ କୌଣସି ସାଲିସ ନୁହେଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୪ ଜୁଲାଇରେ ଅନୁଷ୍ଠିତ ହେବାକୁ ଥିବା ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରାକୁ ନେଇ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ମଙ୍ଗଳବାର ଲୋକସେବା ଭବନରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଇନ-ଶୃଙ୍ଖଳା ଓ …
ଦିବ୍ୟାଙ୍ଗ ଓ ବାକ୍-ଶ୍ରବଣ ବାଧିତ ବାଳିକାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ଦକ୍ଷତା ବିକାଶ ଓ ରୋଜଗାର ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୮ ଜୁଲାଇ: କେନ୍ଦୁଝରର ‘ସେବା ଫାଉଣ୍ଡେସନ୍’ର ପ୍ରାୟ ୫୦ ଜଣ ବାକ୍-ଶ୍ରବଣ ବାଧିତ ବାଳିକା ଏବଂ ଶାରୀରିକ ଦିବ୍ୟାଙ୍ଗ ବ୍ୟକ୍ତି ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟିଥିଲେ। ଏହି ଅବସରରେ ଦିବ୍ୟାଙ୍ଗଙ୍କ ଦକ୍ଷତା ବିକାଶ, …
ଜନଜାତିଙ୍କ ବିକାଶକୁ ତ୍ୱରାନ୍ୱିତ କରିବାକୁ ଆହ୍ୱାନ; ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ-ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, ୧୮ ଜୁଲାଇ: ଜନଜାତି ସମ୍ପ୍ରଦାୟର ସର୍ବାଙ୍ଗୀଣ ବିକାଶ ସହ ସେମାନଙ୍କ ଭାଷା, କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣକୁ ସମାନ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷମାନଙ୍କୁ …
