ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବାରୁ ବନ୍ୟା ପରିସ୍ଥିତି ଉଦ୍ବେଗଜନକ ହୋଇପଡ଼ିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ସର୍ବାଧିକ …
mohan majhi
ନୂଆଦିଲ୍ଲୀରେ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବୈଠକ, ନକ୍ସଲମୁକ୍ତ ଓଡ଼ିଶାରୁ ଶିଳ୍ପାୟନ ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା
ନୂଆଦିଲ୍ଲୀ/ଭୁବନେଶ୍ୱର, ୩୧ ଜୁଲାଇ: ଓଡ଼ିଶାର ବିକାଶ, ଆଭ୍ୟନ୍ତରୀଣ ସୁରକ୍ଷା, ଶିଳ୍ପାୟନ, ସମବାୟ କ୍ଷେତ୍ର ଏବଂ କଲ୍ୟାଣମୂଳକ ଯୋଜନାର କାର୍ଯ୍ୟକାରିତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ବିସ୍ତୃତ ଆଲୋଚନା …
ଭୁବନେଶ୍ୱର, ୩୦ ଜୁଲାଇ:ଦୀର୍ଘ ବର୍ଷ ଧରି ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଚଳିତ ବର୍ଷ ଦୀପାବଳି ସୁଦ୍ଧା ହୋଇପାରେ ବୋଲି ଆଶାବାଦ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ …
ଜନସାଧାରଣଙ୍କ ସୁରକ୍ଷା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ପ୍ରଭାବିତ ଜିଲ୍ଲା ପାଇଁ ୩ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଲଗାଣ ବର୍ଷା ଯୋଗୁଁ ରାଜ୍ୟର କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ________ ସମୀକ୍ଷା …
୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା, “ନୂଆ ପିଢ଼ି ପାଇଁ ପ୍ରେରଣା” ବୋଲି କହିଲେ ମୋହନ ମାଝୀ ଭୁବନେଶ୍ୱର, ୨୮ ଜୁଲାଇ: ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍ ସିଜନ-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ …
ପରାମର୍ଶଦାତାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଆଶ୍ୱସ୍ତି; ପାରିଶ୍ରମିକ ବ୍ୟବସ୍ଥାର ଅବଧି ଆଉ ୩ ମାସ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ମିଶନ୍ ଓ ପ୍ରକଳ୍ପରେ କାର୍ଯ୍ୟରତ ପରାମର୍ଶଦାତା (Consultants), ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍ (PMU), ଟେକ୍ନିକାଲ୍ ସପୋର୍ଟ ୟୁନିଟ୍ (TSU) ଏବଂ ଅନ୍ୟ ସମାନ ପ୍ରକାରର ସଂସ୍ଥାମାନଙ୍କ ପାଇଁ ରାଜ୍ୟ ସରକାର ବଡ଼ ଆଶ୍ୱସ୍ତି ଘୋଷଣା …
ଭୁବନେଶ୍ୱର: ପ୍ରାୟ ୨୩ ବର୍ଷ ଧରି ନିର୍ମାଣାଧୀନ ତାଳଚେର–ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେ ବି ଅସ୍ପଷ୍ଟ। ରାଜ୍ୟସଭାରେ ପ୍ରଶ୍ନର ଉତ୍ତର ଦେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଜମି ଅଧିଗ୍ରହଣ, ବନ ଅନୁମୋଦନ ଓ …
ଓଡ଼ିଶାରେ ଟେକ୍ ବିପ୍ଳବ: HCLTech ଓ Sarvam AI ସହ ଦୁଇଟି ବଡ଼ MoU, ୭୩୦ କୋଟି ନିବେଶରେ ଗଢ଼ିବ ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ଓ AI Park
ଭୁବନେଶ୍ୱର, ୨୪ ଜୁଲାଇ: ଓଡ଼ିଶାର ଆଇଟି ଓ କୃତ୍ରିମ ବୁଦ୍ଧିମତ୍ତା (AI) କ୍ଷେତ୍ରରେ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ HCLTech ଏବଂ ଦେଶର ସ୍ୱଦେଶୀ AI କମ୍ପାନୀ Sarvam AI …
ନୀତି ଆୟୋଗ IFI-2026: ନିବେଶ ବନ୍ଧୁତ୍ୱ ସୂଚକାଙ୍କରେ ଶୀର୍ଷ ୫ରେ ଓଡ଼ିଶା, ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଜଣାଇଲେ ଶିଳ୍ପପତି
ଭୁବନେଶ୍ୱର, ୨୩ ଜୁଲାଇ: ନୀତି ଆୟୋଗ ପ୍ରକାଶ କରିଥିବା ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ (IFI)-୨୦୨୬ରେ ଓଡ଼ିଶା ଦେଶର ଶୀର୍ଷ ୫ଟି ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି। ବିଶେଷକରି ପୂର୍ବ ଓ ଉତ୍ତର ଭାରତରୁ ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ଏହି ତାଲିକାରେ …
ମୋହନ ସରକାରଙ୍କ ବଡ଼ ପଦକ୍ଷେପ; SC/ST ଅତ୍ୟାଚାର ନିରୋଧ ଆଇନ ଅଧୀନରେ ୬ଟି ସ୍ୱତନ୍ତ୍ର କୋର୍ଟ ସ୍ଥାପନ
ଭୁବନେଶ୍ୱର: ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। SC/ST (ଅତ୍ୟାଚାର ନିରୋଧ) ଆଇନ, ୧୯୮୯ ଅଧୀନରେ ରୁଜୁ ହେଉଥିବା ମାମଲାର …
