ପାଠ୍ୟପୁସ୍ତକରେ ଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲ୍ଲା ବନ୍ଦ ପାଳନ କରାଯାଉଛି। ବନ୍ଦର ପ୍ରଭାବ ଜିଲ୍ଲାର କେତେକ ସ୍ଥାନରେ ଦେଖିବାକୁ ମିଳିଥିବାବେଳେ, କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ ଓ ପ୍ରତିବାଦ କରୁଛନ୍ତି। ଜିଲ୍ଲା କଂଗ୍ରେସ …
Tag:
