ଭୁବନେଶ୍ୱର, ୨୯ ଜୁଲାଇ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅନ୍ତର୍ଜାତୀୟ ବାଘ ଦିବସ–୨୦୨୬ ଅବସରରେ ବିଭିନ୍ନ ସଚେତନତା, ଶିକ୍ଷାମୂଳକ ଓ ସଂରକ୍ଷଣଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବାଘ ଏବଂ ଏହାର ବାସସ୍ଥଳୀର ସୁରକ୍ଷା ସମ୍ପର୍କରେ ଜନସଚେତନତା ସୃଷ୍ଟି ସହ ସାଧାରଣ ଲୋକଙ୍କ ସକ୍ରିୟ …
odisha
୧୫୦୦ ସିଟ୍ ପାଇଁ ୧୦,୬୪୭ ଆବେଦନ; ଅଗଷ୍ଟ ୪ ସୁଦ୍ଧା ଚାଲିବ ସ୍ପଟ୍ ଆଡମିଶନ ଭୁବନେଶ୍ୱର, ୨୯ ଜୁଲାଇ: ରାଜ୍ୟରେ ଶିକ୍ଷକ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଇଣ୍ଟିଗ୍ରେଟେଡ୍ ଟିଚର୍ ଏଜୁକେସନ୍ ପ୍ରୋଗ୍ରାମ୍ (ITEP)ର ପ୍ରଥମ ବର୍ଷ …
ବନ୍ୟା ପରିସ୍ଥିତିର ଆଶଙ୍କାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଜୁଲାଇ ୩୧ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ଘୋଷଣା କରିଛି। ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଜାରି ହୋଇଥିବା ଆଦେଶରେ କୁହାଯାଇଛି, “ଖୋର୍ଦ୍ଧା ଜିଲ୍ଲା ଅଧୀନରେ ଥିବା ସମସ୍ତ …
ଜନସାଧାରଣଙ୍କ ସୁରକ୍ଷା ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ପ୍ରଭାବିତ ଜିଲ୍ଲା ପାଇଁ ୩ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଲଗାଣ ବର୍ଷା ଯୋଗୁଁ ରାଜ୍ୟର କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ________ ସମୀକ୍ଷା …
ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ସଜାଗ ରାଜ୍ୟ ସରକାର, ବାଲେଶ୍ୱର-ଭଦ୍ରକ-ଯାଜପୁର ପାଇଁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ
ରାତିସାରା ଖୋଲା ରହିବ ଏସଆରସି କାର୍ଯ୍ୟାଳୟ; ପ୍ରଭାବିତ ଅଞ୍ଚଳରେ ସ୍ଥାନାନ୍ତରଣ ଜୋରଦାର କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର, ୨୮ ଜୁଲାଇ: ଲଗାଣ ବର୍ଷା ଯୋଗୁଁ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସଜାଗ ରହିଥିବା ବେଳେ ରାଜସ୍ୱ ଓ …
୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା, “ନୂଆ ପିଢ଼ି ପାଇଁ ପ୍ରେରଣା” ବୋଲି କହିଲେ ମୋହନ ମାଝୀ ଭୁବନେଶ୍ୱର, ୨୮ ଜୁଲାଇ: ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍ ସିଜନ-୧୬ ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ …
ଭୁବନେଶ୍ୱର: ଲଗାଣ ବର୍ଷା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜଳସ୍ତର ବଢ଼ିଥିଲେ ମଧ୍ୟ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ସୋମବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି …
ଉତ୍ତର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା …
ନୀଳାଦ୍ରି ବିଜେରେ ରତ୍ନବେଦିକୁ ଫେରିଲେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତିମୟ ପରିବେଶରେ ଶେଷ ହେଲା ରଥଯାତ୍ରା
ପୁରୀ: ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶୀ ଅବସରରେ ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ନୀଳାଦ୍ରି ବିଜେ ନୀତି ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ସମ୍ପନ୍ନ ହୋଇଛି। ତିନି ରଥରୁ ପହଣ୍ଡିରେ ଆସି ଶ୍ରୀଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଏବଂ ସୁଦର୍ଶନ ରତ୍ନବେଦିରେ ବିରାଜମାନ ହେବା …
ରସଗୋଲା କେବଳ ଏକ ମିଠା ନୁହେଁ, ଏହା ଓଡ଼ିଆ ଅସ୍ମିତା, ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତୀକ ବୋଲି ଗବେଷକ, ଲେଖକ ଏବଂ ସାଂସ୍କୃତିକ ସଂଗଠକମାନେ ମତ ପ୍ରକାଶ କରିଛନ୍ତି। ସେମାନଙ୍କ କହିବା ଅନୁସାରେ, ରସଗୋଲାର ଇତିହାସ ଶ୍ରୀଜଗନ୍ନାଥ …
