ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭ ଜୁଲାଇ: ରାଉରକେଲା ବିମାନବନ୍ଦରର ଆଧୁନିକୀକରଣ ଓ ବିକାଶ ପାଇଁ କେନ୍ଦ୍ର ସରକାର ମୋଟ ୫୮ କୋଟି ୯୬ ଲକ୍ଷ ଟଙ୍କା ବ୍ୟୟ କରିଛନ୍ତି। ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍ (SAIL) ଅଧୀନରେ ଥିବା ଏହି ବିମାନବନ୍ଦରକୁ କେନ୍ଦ୍ର …
odisha
ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନାହିଁ; ହାଇକୋର୍ଟରେ ଚାଲିବ ସଦସ୍ୟତା ରଦ୍ଦ ମାମଲା
ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁଙ୍କୁ ପୁଣି ଥରେ ଅଦାଲତୀ ଝଟକା ଲାଗିଛି। ତାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଥିବାବେଳେ, ସଦସ୍ୟତା ରଦ୍ଦ ସମ୍ବନ୍ଧୀୟ ନିର୍ବାଚନୀ ମାମଲା ଓଡ଼ିଶା ହାଇକୋର୍ଟରେ ଜାରି ରହିବ। ଏହା ସହ ସୁପ୍ରିମକୋର୍ଟ ହାଇକୋର୍ଟଙ୍କୁ ଏହି ମାମଲାର …
ମୁମ୍ବାଇ: ଓଡ଼ିଶା ପାଇଁ ଆଉ ଏକ ଗୌରବର ମୁହୂର୍ତ୍ତ। ଲୋକପ୍ରିୟ ସଙ୍ଗୀତଭିତ୍ତିକ ରିଆଲିଟି ଶୋ ଇଣ୍ଡିଆନ୍ ଆଇଡଲ୍ ୧୬ର ଗ୍ରାଣ୍ଡ ଫିନାଲେରେ ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ବିଜୟୀ ହୋଇଛନ୍ତି। ବିଜେତା ଭାବେ ସେ ଟ୍ରଫି …
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ନବୀନ ପଟ୍ଟନାୟକ
ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କର ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା …
୧୨ ଦିନର ଲୀଳାଖେଳାର ଅବସାନ ପରେ ଆଜି (ସୋମବାର, ଜୁଲାଇ ୨୭, ୨୦୨୬) ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ଗୋଟି ପହଣ୍ଡିରେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରୁ …
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ …
ସନ୍ଥ ଶିରୋମଣି ଗୁରୁ ରବିଦାସଙ୍କ ୬୫୦ତମ ଜୟନ୍ତୀ ବର୍ଷ ଉପଲକ୍ଷେ ‘ସମରସ ସଂକଳ୍ପ ଅଭିଯାନ’ ପାଇଁ ପ୍ରଦେଶସ୍ତରୀୟ କର୍ମଶାଳା
ଭୁବନେଶ୍ୱର, ୨୫ ଜୁଲାଇ: ସନ୍ଥ ଶିରୋମଣି ଗୁରୁ ରବିଦାସଙ୍କ ୬୫୦ତମ ଜୟନ୍ତୀ ବର୍ଷକୁ ସ୍ମରଣୀୟ କରିବା ପାଇଁ ଆସନ୍ତା ୨୯ ଜୁଲାଇ ୨୦୨୬ (ଗୁରୁ ପୂର୍ଣ୍ଣିମା) ଠାରୁ ୨୦ ଫେବୃଆରୀ ୨୦୨୭ (ଗୁରୁ ରବିଦାସ ଜୟନ୍ତୀ) ପର୍ଯ୍ୟନ୍ତ ସମଗ୍ର ଦେଶରେ ‘ଶ୍ରୀ …
କ୍ୟାପିଟାଲ ଥାନାରେ ହାଜର ହେବେନି ଭି.କେ. ପାଣ୍ଡିଆନ; ଭିଡିଓ କନଫରେନ୍ସିଂରେ ବୟାନ ରେକର୍ଡ ପାଇଁ ଅନୁରୋଧ
ଭୁବନେଶ୍ୱର: ପୂର୍ବତନ ଆଇଏଏସ୍ ଅଧିକାରୀ ତଥା ବିଜେଡି ନେତା ଭି.କେ. ପାଣ୍ଡିଆନ ବର୍ତ୍ତମାନ କ୍ୟାପିଟାଲ ଥାନାରେ ବ୍ୟକ୍ତିଗତ ଭାବେ ହାଜର ହୋଇପାରିବେ ନାହିଁ। ଏନେଇ ସେ ଇ-ମେଲ୍ ମାଧ୍ୟମରେ କମିସନରେଟ୍ ପୁଲିସକୁ ଅବଗତ କରାଇଛନ୍ତି। ପୁଲିସ ପକ୍ଷରୁ ଜାରି କରାଯାଇଥିବା ନୋଟିସର …
ପରାମର୍ଶଦାତାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଆଶ୍ୱସ୍ତି; ପାରିଶ୍ରମିକ ବ୍ୟବସ୍ଥାର ଅବଧି ଆଉ ୩ ମାସ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ମିଶନ୍ ଓ ପ୍ରକଳ୍ପରେ କାର୍ଯ୍ୟରତ ପରାମର୍ଶଦାତା (Consultants), ପ୍ରୋଜେକ୍ଟ ମ୍ୟାନେଜମେଣ୍ଟ ୟୁନିଟ୍ (PMU), ଟେକ୍ନିକାଲ୍ ସପୋର୍ଟ ୟୁନିଟ୍ (TSU) ଏବଂ ଅନ୍ୟ ସମାନ ପ୍ରକାରର ସଂସ୍ଥାମାନଙ୍କ ପାଇଁ ରାଜ୍ୟ ସରକାର ବଡ଼ ଆଶ୍ୱସ୍ତି ଘୋଷଣା …
ଭୁବନେଶ୍ୱର: ପ୍ରାୟ ୨୩ ବର୍ଷ ଧରି ନିର୍ମାଣାଧୀନ ତାଳଚେର–ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେ ବି ଅସ୍ପଷ୍ଟ। ରାଜ୍ୟସଭାରେ ପ୍ରଶ୍ନର ଉତ୍ତର ଦେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଜମି ଅଧିଗ୍ରହଣ, ବନ ଅନୁମୋଦନ ଓ …
