ବଲାଙ୍ଗିର: ଓଡ଼ିଶାର ବଲାଙ୍ଗିର ଜିଲ୍ଲାସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ନିର୍ଦ୍ଧାରିତ ମତଦାନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ଏହି ନିଷ୍ପତ୍ତି ନିଆଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ନିର୍ବାଚନ ବାତିଲ …
Tag:
