ପୁରୀର ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରର ସୁରକ୍ଷାକୁ ନେଇ ପୁଣିଥରେ ଚିନ୍ତା ପ୍ରକାଶ ପାଇଛି। ରଥଯାତ୍ରା ପାଇଁ ଆଉ କେବଳ କିଛି ଦିନ ବାକି ଥିବା ବେଳେ ଭୋର ସମୟରେ ଶ୍ରୀମନ୍ଦିର ପରିସର ଉପରେ ଏକ ଡ୍ରୋନ୍ ଉଡୁଥିବା ଦେଖାଯାଇଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା …
Tag:
