ଭୁବନେଶ୍ୱର: ରାଜ୍ୟର ବିକାଶ ଓ ଜନକଲ୍ୟାଣକୁ ଗୁରୁତ୍ୱ ଦେଇ ରାଜ୍ୟ କ୍ୟାବିନେଟ୍ରେ ଏକାଧିକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ୧୧ଟି ବିଭାଗର ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦିତ ହୋଇଥିବା ସୂଚନା ଦିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ …
Tag:
