ଦୀର୍ଘ ବର୍ଷର ବ୍ୟବଧାନ ପରେ ରାଜ୍ୟର କଲେଜ ଓ ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଛାତ୍ରସଂସଦ ନିର୍ବାଚନ ହେବାକୁ ଯାଉଛି। ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ନିର୍ବାଚନର ତାରିଖ ସମ୍ପର୍କରେ ସୂଚନା ଦେଇଛନ୍ତି। ଘୋଷିତ କାର୍ଯ୍ୟସୂଚୀ ଅନୁସାରେ ଆସନ୍ତା ୧୫ ତାରିଖରେ …
Tag:
