ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପୁଣି ବର୍ଷା, ବଜ୍ରପାତ ଓ ଝଡ଼ପବନର ଆଶଙ୍କା ଦେଖାଦେଇଛି। ରାଜ୍ୟର ଉପକୂଳ ଓ ଦକ୍ଷିଣାଞ୍ଚଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର …
Weather Update
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ନଜର; ନବରଙ୍ଗପୁରକୁ ରେଡ୍, ୬ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଭୁବନେଶ୍ୱର, ସେପ୍ଟେମ୍ବର ୨୪: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସୃଷ୍ଟ ଗଭୀର ଅବପାତ ଉପକୂଳ ଅତିକ୍ରମ କରି ସ୍ଥଳଭାଗ ଆଡ଼କୁ ଗତି କରିଛି। ଏହାର ପ୍ରଭାବରେ …
ଭୁବନେଶ୍ୱର: ବଙ୍ଗୋପସାଗରରେ ଗଠିତ ଅବପାତ ଏବେ ଆହୁରି ଶକ୍ତିଶାଳୀ ହେବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ଆକଳନ ଅନୁଯାୟୀ, ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବା ଏହି ପାଣିପାଗ ପ୍ରଣାଳୀ ଆସନ୍ତା ୨୪ ଘଣ୍ଟାରେ ଡିପ୍ ଡିପ୍ରେସନ୍ରେ ପରିଣତ ହୋଇପାରେ। IMDର …
ବଙ୍ଗୋପସାଗରରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ନୂଆ ପାଣିପାଗ ପ୍ରଣାଳୀ ଗଠନ ହେବାର ସଙ୍କେତ ମିଳୁଛି। ଏହା ପରବର୍ତ୍ତୀ ସମୟରେ ଲଘୁଚାପ ଏବଂ ଅବପାତର ରୂପ ନେଇ ଶକ୍ତିଶାଳୀ ହେବାର ସମ୍ଭାବନା ନେଇ ବିଭିନ୍ନ ଆନ୍ତର୍ଜାତୀୟ ମଡେଲ୍ ଆକଳନ କରୁଛନ୍ତି। …
ରାଜ୍ୟରେ ଏଥର ଖରା ଋତୁ ସାଧାରଣ ସମୟଠାରୁ ଆଗରୁ ଆରମ୍ଭ ହେବାର ସମ୍ଭାବନା ନେଇ ଚର୍ଚ୍ଚା ଜୋର ଧରିଛି। ମୌସୁମୀ ବାୟୁ ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶାରୁ ବିଦାୟ ନେଇପାରେ ବୋଲି କିଛି ପାଣିପାଗ ବିଶେଷଜ୍ଞ ପ୍ରାଥମିକ ଆକଳନ କରୁଛନ୍ତି। …
କଟକ: ଲଗାଣ ବର୍ଷା ଓ ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ପରିସ୍ଥିତିକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ଆସନ୍ତାକାଲି ମଧ୍ୟ ଆଠଗଡ଼ ଉପଖଣ୍ଡ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ …
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଏହାର ପ୍ରଭାବରେ ଜୁଲାଇ ୧୭ …
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିଛି। ଗତ ୨୪ ଘଣ୍ଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ବରଗଡ଼ ଜିଲ୍ଲାର ସୋହେଲାରେ ସର୍ବାଧିକ ୨୦୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। …
୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା: ୯ ଜିଲ୍ଲାକୁ ରେଡ୍ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସତର୍କତା
ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଥିବାବେଳେ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିଛି। …
ମୌସୁମୀ ବର୍ଷାକୁ ଆହୁରି ସକ୍ରିୟ କରିବା ପାଇଁ ବଙ୍ଗୋପସାଗରରେ ଏକ ପ୍ରମୁଖ ପାଣିପାଗ ପ୍ରକ୍ରିୟା ସୃଷ୍ଟି ହେବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ସୂଚନା ଅନୁଯାୟୀ, ଆସନ୍ତା ଜୁଲାଇ ୨ରୁ ୩ ତାରିଖ ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ …
- 1
- 2
