ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଅଞ୍ଚଳରେ ଆସନ୍ତାକାଲି ଏକ ନୂଆ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ସହ ଅଗଷ୍ଟ ୧୩ରୁ ୧୫ ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ …
weather
ଓଡ଼ିଶାରେ ବର୍ଷାର ପ୍ରଭାବ ଜାରି ରହିଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ଆସନ୍ତା ଦୁଇ ଦିନ ପାଇଁ ନୂଆ ସତର୍କ ସୂଚନା ଜାରି କରିଛି। ୭ଟି ଜିଲ୍ଲା ପାଇଁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଥିବା ବେଳେ ଅନେକ ଜିଲ୍ଲାରେ ବଜ୍ରପାତ …
ଉତ୍ତର ଉପକୂଳ ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ପ୍ରାୟ ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା …
ଭୁବନେଶ୍ୱର: ଚଳିତ ବର୍ଷର ରଥଯାତ୍ରାରେ ସାମିଲ ହେବାକୁ ଯାଉଥିବା ଭକ୍ତମାନଙ୍କ ପାଇଁ ପାଣିପାଗ ବିଭାଗ ପକ୍ଷରୁ ବଡ଼ ସୂଚନା ଆସିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସୋମବାରଠାରୁ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ ଏବଂ ଆସନ୍ତା ଜୁଲାଇ ୧୭ ତାରିଖ …
ଭୁବନେଶ୍ୱର/ଯାଜପୁର/ସମ୍ବଲପୁର: ଲଘୁଚାପ ପ୍ରଭାବରେ ଲଗାତାର ବର୍ଷା ପରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ନେଇ ଚିନ୍ତା ବଢ଼ିଛି। ବିଶେଷ କରି ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇଥିବାରୁ ଯାଜପୁର ଜିଲ୍ଲାର ତଳିଆ ଅଞ୍ଚଳରେ ପ୍ରଶାସନ ସତର୍କ ରହିଛି। ଅନ୍ୟପଟେ, ସମ୍ବଲପୁରରେ …
ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ (IMD) ବର୍ଷା, ଘଡ଼ଘଡ଼ି ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି। ଦିନସାରା ରାଜ୍ୟର ଅନେକ ଅଞ୍ଚଳରେ ପାଗ ଅସ୍ଥିର ରହିବା ସମ୍ଭାବନା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ …
ଓଡ଼ିଶାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଅସ୍ଥିର ରହିବ। ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ଏବଂ ଝଡ଼ ପବନ ନେଇ ସତର୍କ ସୂଚନା ଜାରି କରିଛି। ଏହି ସତର୍କତା …
ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ୫ ଦିନ ଧରି ପାଗରେ ବଡ଼ ପରିବର୍ତ୍ତନ ଦେଖାଯିବ। ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ବର୍ଷା ଏବଂ ଜୋରଦାର ପବନ ବହିବାର ସମ୍ଭାବନା ରହିଛି। ଏହାକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ବିଭିନ୍ନ …
